ସମାଜ ଡିଜିଟାଲ ଡେସ୍କ: ଭୁବନେଶ୍ୱର ଏଜି ଛକରେ ସ୍ଥାପନ ହେବ ସଡ଼କ ଦୁର୍ଘଟଣା ଘଣ୍ଟା । ଏନେଇ ସ୍ମାର୍ଟ ସିଟି ଲିମିଟେଡ ମହାପ୍ରବନ୍ଧକଙ୍କୁ ପରିବହନ ଯୁଗ୍ନ ନିର୍ଦ୍ଦେଶକ ଚିଠି ଲେଖିଛନ୍ତି । ସଡ଼କ ଦୁର୍ଘଟଣା ବାବଦରେ ଲୋକଙ୍କୁ ସଚେତନ କରିବ ସଡ଼କ ଦୁର୍ଘଟଣା ଘଣ୍ଟା । ସଚେତନ ସହ ସକରାତ୍ମକ ଆଚରଣରେ ପରିବର୍ତ୍ତନକୁ ପ୍ରୋତ୍ସାହିତ କରିବ । ରାଜ୍ୟରେ ବଢୁଥିବା ଦୁର୍ଘଟଣାକୁ ରୋକିବା ପାଇଁ ଏପରି ପଦକ୍ଷେପ ନିଆଯାଉଛି ।
Popular Categories



