www.samajalive.in
Saturday, December 6, 2025
15.1 C
Bhubaneswar

ସାବିତ୍ରୀ ଭାର ଦେଇ ଝିଅ ଘରୁ ଫେରୁଥିଲେ: ଦୁର୍ଘଟଣାରେ ଚାଲିଗଲା ଜୀବନ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅନ୍ତର୍ଗତ ମେଘଳା ପଞ୍ଚାୟତ ସାହାଜବାହାଲ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବକଙ୍କ ଜୀବନ ଚାଲିଯାଇଛି। ମୃତକ କବିରାଜ ପୋଢ ବୋଲି ଜଣାପଡିଛି। କବିରାଜ ସାବିତ୍ରୀ ଭାର ଦେବାକୁ  ବାଇକ ଯୋଗେ ନିଜ ଝିଅ ଘରକୁ ଯାଇଥିଲେ। ଆଜି ସକାଳେ ସେ ଭାର ଦେଇ ଝିଅ ଘର ସାରଙ୍ଗପାଲି ଗାଁରୁ ନିଜ ଘରକୁ ଫେରୁଥିଲେ।ଏତିକିବେଳେ ବାଇକଟି ଭାରସାମ୍ୟ ହରାଇ  ଧାନ ଗଦାକୁ ଧକ୍କା ଦେଇଥିଲା । ଫଳରେ କବିରାଜ ଛିଟିକି ତଳେ ପଡ଼ି ଯାଇଥିଲେ। ଏବଂ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories