www.samajalive.in
Monday, December 8, 2025
14.1 C
Bhubaneswar

ପାକିସ୍ତାନ ବିପକ୍ଷରେ ରୋହିତଙ୍କ ଶତକ

ମାଞ୍ଚେଷ୍ଟର .- ଇଂଲଣ୍ଡରେ ଚାଲିଥିବା ବିଶ୍ୱକପ୍‌ କ୍ରିକଟ୍‌ର ସବୁଠାରୁ ରୋମାଞ୍ଚକର ଭାରତ ଓ ପାକିସ୍ତାନ ମ୍ୟାଚରେ ରୋହିତ ଶର୍ମା ବିସ୍ପୋରକ ବ୍ୟାଟିଂ କରି ଶତକ ହାସଲ କରିଛନ୍ତି। ସେ ୮୫ଟି ବଲ୍‌ରେ ଶତକ ହାସଲ କରିଛନ୍ତି । ୯ଟି ଚୌକା ଓ ୩ଟି ଛକା ସାହାଯ୍ୟରେ ସେ ଶତକ ହାସଲ କରିଛନ୍ତି ।
ଏହି ମ୍ୟାଚରେ ଟସ୍‌ ଜିତି ପାକିସ୍ତାନ ଭାରତକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଛି । ଏହି ମ୍ୟାଚରେ ଭାରତ ସମସ୍ତଙ୍କର ଫେଭରାଇଟ୍‌ ରହିଛି । ହେଲେ ବର୍ଷା ମ୍ୟାଚରେ ବାଧକ ସାଜି ପାରେ ବୋଲି ଅନୁମାନ କରାଯାଉଛି ।

ଇଂଲଣ୍ଡରେ ଚାଲିଥିବା ବିଶ୍ୱକପ୍‌ରେ ଭାରତ ଓ ପାକିସ୍ତାନ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହେଉଛି । ୧୩୬ ରନ୍‌ରେ ଭାରତର ପ୍ରଥମ ଓ୍ୱିକେଟ୍‌ର ପତନ, ୭୮ ବଲ୍‌ରେ ୫୭ ରନ୍‌ କରି କେଏଲ୍‌ ରାହୁଲ୍‌ ଆଉଟ୍‌ ହୋଇଛନ୍ତି ।
ଏହି ପିଚ୍‌ ବୋଲରଙ୍କୁ ସୁହାଇବ ବୋଲି ଆକଳନ କରାଯାଉଛି । କେଏଲ୍‌ ରାହୁ,ଲ ହ୍ୱାଇଦ୍‌ ରିୟାଜଙ୍କ ବଲ୍‌ରେ ବାବ,ର ଆଜମଙ୍କୁ କ୍ୟାଚ ଦେଇଥିଲେ ।୭୮ ବଲ୍‌ରେ ୫୭ ରନ୍‌ କରି କେଏଲ୍‌ ରାହୁଲ୍‌ ଆଉଟ୍‌ ହୋଇଛନ୍ତି ସେ ୩ଟି ଚୌକା ଓ ୨ଟି ଛକା ମାରିଛନ୍ତି ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories