www.samajalive.in
Monday, December 8, 2025
27.1 C
Bhubaneswar

ଅନିଦ୍ରା ଦୂର କରେ ଗୋଲାପ ଫୁଲ

ବର୍ତ୍ତମାନର ଜୀବନଶୈଳୀ, ଖାଦ୍ୟପେୟ ତଥା ବିଭିନ୍ନ କାରଣରୁ ଭଲ ଭାବେ  ନିଦ ହୋଇନଥାଏ। ଭଲ ନିଦ ନ ହେବା ଫଳରେ ବିଭିନ୍ନ ରୋଗ ହୋଇଥାଏ। କାର୍ଯ୍ୟ କରିବାକୁ ଆଗ୍ରହ ହୋଇନଥାଏ। ଚିଡ଼ଚିଡ଼ା ଭାବ ଆସିଥାଏ। ଏହି ସମସ୍ୟାରୁ ମୁକ୍ତି ପାଇବା ପାଇଁ ବହୁ ଲୋକେ ବିଭିନ୍ନ ଉପାୟ କରିଥାଆନ୍ତି। ଔଷଧର ମଧ୍ୟ ସେବନ କରିଥାଆନ୍ତି। କିନ୍ତୁ ଏହା ଶରୀର ପାଇଁ ହିତକାରକ ହୋଇନଥାଏ। ମାତ୍ର ଏକ ସହଜ ଉପାୟ ଦ୍ୱାରା ଆମେ ଏହି ସମସ୍ୟାରୁ ମୁକ୍ତି ପାଇପାରିବା। ଜାଣନ୍ତୁ ତାହା କ’ଣ….
ଅନିଦ୍ରା ରୋଗରୁ ଦୂରେଇ ରହିବା ପାଇଁ ଗୋଲାପ ଫୁଲ ମହୌଷଧୀ ସଦୃଶ କାମ କରେ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଗୋଲାପ ପାଖୁଡ଼ାରେ ଭିଟାମିନ ସି ପ୍ରଚୁର ପରିମାଣରେ ରହିଥାଏ। ଅନିଦ୍ରା ସମସ୍ୟାକୁ ଦୂର କରିବା ପାଇଁ ଏହାର ପାଖୁଡ଼ାକୁ ତକିଆ ତଳେ ରଖିଲେ ଭଲ ନିଦ ହୋଇଥାଏ। ଏହାକୁ ବାଟି ମୁଣ୍ଡରେ ଲଗାଇଲେ ମୁଣ୍ଡବିନ୍ଧା ଦୂର ହୋଇଥାଏ। ଏହା ମସ୍ତିଷ୍କ କୋଷିକାର କାର୍ଯ୍ୟକୁ ସ୍ୱାଭାବିକ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories