www.samajalive.in
Monday, December 8, 2025
17.1 C
Bhubaneswar

ବାଇକ୍‌କୁ ପଛରୁ ପିଟିଲା ପିକ୍‌ଅପ : ୨ ଗୁରୁତର

ରାଉଲକେଲା : ରାଉରକେଲା ସେକ୍ଟର ତିନି ଛକ ନିକଟରେ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି। ସୂଚନା ଅନୁସାରେ ବାଇକକୁ ପଛରୁ  ପିକଅପ ଧକ୍କା ଦେବାରୁ ଦୁଇ ଜଣ
ଗୁରୁତର ହୋଇଛନ୍ତି। ସେମାନଙ୍କୁ ତୁରନ୍ତ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ କରୁଥିବା ଜଣାପଡ଼ିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories