www.samajalive.in
Sunday, December 7, 2025
15.1 C
Bhubaneswar

ରାଜସ୍ଥାନର କୋଟାରୁ ରାଉରକେଲାକୁ ଫେରିଲେ ଛାତ୍ରଛାତ୍ରୀ

ରାଉରକେଲା : ରାଜସ୍ଥାନର କୋଟାରୁ ରାଉରକେଲା ଫେରିଲେ ଛାତ୍ରଛାତ୍ରୀ । ନିଜ ବ୍ୟବସ୍ଥାରେ ବସ୍ ଯୋଗେ ଫେରିଥିବା ଛାତ୍ରଛାତ୍ରୀ ମାନେ ଆଜି ସକାଳେ ରାଉରକେଲାରେ ପହଞ୍ଚିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଉରକେଲାରେ ୨ ଟି ବସ୍ ପହଞ୍ଚିଥିବା ବେଳେ ଆଉ କିଛି ସମୟ ମଧ୍ୟରେ ଆଉ ଦୁଇଟି ବସ୍ ଆସି ପହଞ୍ଚିବ ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ ମେଡିକାଲ କୋଚିଂ ପାଇଁ ରାଜସ୍ଥାନର କୋଟାକୁ ଯାଇଥିଲେ ଛାତ୍ରଛାତ୍ରୀ । କରୋନା ଭାଇରସ ସଂକ୍ରମଣ ରୋକିବା ପାଇଁ ସମଗ୍ର ଦେଶ ଲକ୍ ଡାଉନ ହୋଇଥିବା କାରଣରୁ ସେମାନେ ଓଡିଶା ଫେରିପାରିନଥିଲେ । ଆଜି ରାଉରକେଲାରେ ପହଞ୍ଚିବା ପରେ ସମସ୍ତ ଛାତ୍ରଛାତ୍ରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଛି । ୩ ଜଣିଆ ଡାକ୍ତରୀ ଟିମ୍ ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବା​‌ ପରେ ସମସ୍ତ ଛାତ୍ରଛାତ୍ରୀଙ୍କ ୧୪ ଦିନିଆ କ୍ବାରେଣ୍ଟାଇନକୁ ପଠାଇ ଦିଆଯାଇ ଥିବା ଜଣାପଡିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories