www.samajalive.in
Tuesday, December 9, 2025
19.1 C
Bhubaneswar

ରାଉରକେଲାରେ ଲଜ୍ଜା; ୯ବର୍ଷର ନାବାଳିକାକୁ ଦୁଷ୍କର୍ମ

ରାଉରକେଲ: ୯ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି । ପଡୋଶୀ ଯୁବକ ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ପରେ ପୁଲିସ ତଦନ୍ତ ଆରମ୍ଭ କରିଛି । ଘଟଣା ସମ୍ପର୍କରେ ଜଣାପଡିବା ପରେ ଧରାପଡିଯିବା ଭୟରେ ଯୁବକ ଜଣଙ୍କ ଛାତ ଡେଇଁ ଚମ୍ପଟ ମାରିବାକୁ ଉଦ୍ୟମ କରିଥିଲା । ଆହତ ଯୁବକଙ୍କୁ ମେଡିକାଲରେ ଭର୍ତ୍ତି କରି ପୁଲିସ ତଦନ୍ତ କରୁଛି ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ୧୦୧ ରନ୍‌ରେ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories