www.samajalive.in
Monday, December 8, 2025
27.1 C
Bhubaneswar

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା ରାଜଗାଙ୍ଗପୁରରେ ଆତ୍ମାହୁତି ଉଦମ୍ୟ କରିଥିବା ଯୁକ୍ତ ତିନି ଛାତ୍ରୀଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି । ଗୁରୁତର ଛାତ୍ରୀ ରାଉରକେଲା ଆଇଜିଏଚରେ ଚିକିତ୍ସିତ ହେଉଥିବା ବେଳେ ଗତକାଲି ବିଳମ୍ବିତ ରାତିରେ ଆଖି ବୁଜିଛନ୍ତି । ନିଜ ଶରୀରରେ କିରୋସିନ ଢାଳି ନିଆଁ ଲଗାଇଥିଲେ ନାବାଳିକା ଛାତ୍ରୀ ।

ଶରୀରର ୯୨ପ୍ରତିଶତ ପୋଡି ଯାଇଥିବା ବେଳେ ଆଇଜିଏଚରେ ବର୍ଣ୍ଣ ସେଣ୍ଟରରେ ଚିକିତ୍ସିତ ହେଉଥିଲେ । ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଥିଲେ ତାଙ୍କୁ ଏୟାଲିଫ୍ଟ କରି ଏମ୍ସରେ ଆଡମିଟ୍‌ କରାଯାଇଥାନ୍ତା । ହେଲେ ଏହା ପୂର୍ବରୁ ତାଙ୍କର ମୃତ୍ୟୁ ହୋଇଛି । ପୀଡିତାଙ୍କ ମୃତ୍ୟୁ ପରେ କ୍ଷତିପୂରଣ ଦାବିରେ ପରିବାର ଲୋକେ ହସ୍ପିଟାଲ ସମ୍ମୁଖରେ ଧାରଣାରେ ବସିଛନ୍ତି ।

- Advertisement -

ପୀଡିତାଙ୍କ ବାପାଙ୍କ ବହୁ ପୂର୍ବରୁ ଦେହାନ୍ତ ହୋଇଥିବା ବେଳେ ଗରିବ ମାଟି ବହୁତ କଷ୍ଟରେ ଝିଅକୁ ପାଠପଢାଇ ମଣିଷ କରିବାକୁ ପ୍ରୟାସ କରୁଥିଲେ । ପରିବାର ଏବେ ଅସହାୟ ହୋଇଥିବାରୁ ସରକାରଙ୍କ ସାହାଯ୍ୟ ଲୋଡିଛନ୍ତି ।

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories