www.samajalive.in
Monday, December 8, 2025
16.1 C
Bhubaneswar

ପ୍ଲାଣ୍ଟ ସାଇଟ୍‌‌ ଥାନା ଅଞ୍ଚଳରେ ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ

ସମାଜ ଡିଜିଟାଲ ଡେସ୍କ: ରାଉରକେଲାରେ ପୁଣି ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ନାବାଳିକାକୁ ଗଣଦୁଷ୍କର୍ମ ନେଇ ଅଭିଯୋଗ ହୋଇଛି। ରଘୁନାଥପାଲି ଥାନା ନିକଟ ଏକ ରେଷ୍ଟୁରାଣ୍ଟରୁ ୫ଜଣ ଉଠାଇ ନେଇ ପ୍ଲାଣ୍ଟ ସାଇଟ୍‌‌ ଥାନା ଅଞ୍ଚଳରେ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ପୁଲିସ ଘଟଣା ତଦନ୍ତ ଆରମ୍ଭ କରିଥିବା ଏସପି ସୂଚନା ଦେଇଛନ୍ତି। ଘଟଣାସ୍ଥଳରେ ସାଇଣ୍ଟିଫିକ୍‌‌ ଟିମ୍‌‌ ପହଞ୍ଚି ଛାନଭିନ କରୁଛି। ସୂଚନା ଅନୁସାରେ ନାବାଳିକା ଜଣକ ଦୁଇ ପୁରୁଷ ବନ୍ଧୁଙ୍କ ସହ ରେଷ୍ଟୁରାଣ୍ଟକୁ ଯାଇଥିଲେ। ପୂର୍ବରୁ ତିନି ଦିନ ତଳେ ୨ଜଣ ନାବାଳିକା ରାଉରକେଲାରେ ଗଣଦୁଷ୍କର୍ମର ଶିକାର ହୋଇଥିଲେ। ଏଭଳି ଘଟଣା ବାରମ୍ବାର ଘଟିବା ପରେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories