www.samajalive.in
Saturday, December 6, 2025
16.1 C
Bhubaneswar

କାରଖାନାରେ ବିସ୍ଫୋରଣ ; ଜଣେ ଶ୍ରମିକ ମୃତ,୨ ଗୁରୁତର

ରାଉରକେଲା : ରାଉରକେଲା କଲୁଙ୍ଗା ଶୁଭ ଇସ୍ପାତ କାରଖାନାରେ ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ୨ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗ୍ୟାସ୍‌‌ ପାଇପ୍‌‌ ଲିକ୍‌‌ରୁ ବିସ୍ଫୋରଣ ହୋଇଥିବା ନେଇ ସୂଚନା ମିଳିଛି। ମୃତ ଶ୍ରମିକ ଯାଜପୁରର ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି।

Hot this week

ସରକାର ସ୍ଥିର କଲେ ବିମାନ ଭଡ଼ା, ଭିନ୍ନ ଭିନ୍ନ ଦୂରତ୍ବ ପାଇଁ କମ୍ପାନୀ ନେବେ ଏତିକି ଟଙ୍କା

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

Related Articles

Popular Categories