www.samajalive.in
Saturday, December 6, 2025
26.1 C
Bhubaneswar

ବଡ ଭାଇ ଗୁଳିମାଡରେ ସାନ ଭାଇ ମୃତ

ରାଉରକେଲା : ବଡ ଭାଇ ଗୁଳିମାଡରେ ସାନ ଭାଇର ମୃତ୍ୟୁ। ଏଭଳି ଏକ ଅଭାବନୀୟ ଘଟଣା ବିଶ୍ରା ଥାନା ତେତେରକେଲା ଘାଟରେ ଘଟିଛି। ନୂଆବର୍ଷରେ ପିକ୍‌‌ନିକ୍‌‌ କରିବାକୁ ଯାଇଥିବା ବେଳେ ଗୁଳିମାଡ ହୋଇଛି। ନିଶାସକ୍ତ ଅବସ୍ଥାରେ ଗୁଳିମାଡ କରିଥିବା ନେଇ ସୂଚନା ମିଳିଥିବା ବେଳେ ବଡ ଭାଇକୁ ପୁଲିସ ଅଟକ ରଖି ପଚରାଉଚରା ଆରମ୍ଭ କରିଛି।

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories