www.samajalive.in
Saturday, December 6, 2025
26.1 C
Bhubaneswar

ବ୍ରାହ୍ମଣୀ ନଦୀରେ ବୁଡି ୨ ଛାତ୍ର ମୃତ

ରାଉରକେଲା : ବ୍ରାହ୍ମଣୀ ନଦୀରେ ବୁଡି ଯାଇ ଶନିବାର ୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର ପରେ ମେଡିକାଲରେ ଭର୍ତ୍ତି କରାଯିବା ପରେ ଡାକ୍ତର ମୃତ ଘୋଷଣା କରିଥିଲେ। ଆଉ ଜଣେ ଛାତ୍ରୀଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ସୂଚନା ମିଳିଛି। ବେଦବ୍ୟାସ ମନ୍ଦିର ବୁଲିବାକୁ ଯାଇ ୬ ଛାତ୍ରଛାତ୍ରୀ ନଦୀରେ ଗାଧୋଉଥିଲେ। ପାଣିରୁ ୩ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି। ଏନଆଇଟିକୁ ଇଣ୍ଟର୍ଣ୍ଣସିପ ପାଇଁ ଆସିଥିବା ବେଳେ ଏହି ଅଘଟଣ ଘଟିଛି।

ଦେଖନ୍ତୁ ଭିଡିଓ; ତେଲେଙ୍ଗା ପେଣ୍ଠରେ ମୋ ବସକୁ ଧକ୍କା ଦେଲା ଟ୍ରକ; ଜଣେ ମୃତ, ଫଶିଛନ୍ତି ଅନେକ 

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories