www.samajalive.in
Monday, December 8, 2025
14.1 C
Bhubaneswar

ସିକ୍ୟୁରିଟି ଗାର୍ଡଙ୍କୁ ବାନ୍ଧି କାର୍‌ ଶୋ’ ରୁମ୍‌ରୁ ଟଙ୍କା ବାକ୍ସ ଲୁଟି ନେଲେ

ରାଉରକେଲା : ସିକ୍ୟୁରିଟି ଗାର୍ଡଙ୍କୁ ବାନ୍ଧି ଶୋ’ ରୁମ୍‌ ଲୁଟି ନେଲେ ଲୁଟେରା । ଏଭଳି ଅଭାବନୀୟ ଘଟଣା ବ୍ରାହ୍ମଣୀତରଙ୍ଗ ଥାନା ବେଦବ୍ୟାସରେ ଥିବା କାର୍‌ ଶୋ’ ରୁମ୍‌ରେ ଘଟିଛି । କାର୍‌ ଶୋ’ ରୁମ୍‌ରେ ପଶି ଟଙ୍କା ବାକ୍ସ ଲୁଟି ନେଇଛନ୍ତି ୩ ମୁଖା ପିନ୍ଧା ଦୁର୍ବୃତ୍ତ । ଶୋ’ ରୁମ୍‌ରୁ ଟଙ୍କା ବାକ୍ସ ଲୁଟ୍‌ କରୁଥିବା ଦୃଶ୍ୟ ସିସିଟିଭିରେ କଏଦ ହୋଇଛି । ଖବର ପାଇ ପୁୁଲିସ ଘଟଣାସ୍ଥଳରେ ପହଞ୍ଚି ସିସିଟିଭି ଆଧାରରେ ତଦନ୍ତ ଆରମ୍ଭ କରିଛି ।

ଏକାଠି ହେବେ ସୂର୍ଯ୍ୟ-ଶନି, ହେବ ମହାସଂଯୋଗ, ଏହି ରାଶି ହେବେ ଭାଗ୍ୟଶାଳୀ, ମିଳିବ ଧନ, କିଣିବେ ଜମି..

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories