www.samajalive.in
Sunday, December 7, 2025
13.1 C
Bhubaneswar

ଆଇଜିଏଚର ଜଣେ ଅବସର ପ୍ରାପ୍ତ ଡାକ୍ତରାଣୀଙ୍କର କରୋନା ଜନିତ ମୃତ୍ୟୁ

ରାଉରକେଲା : ରାଉରକେଲା ଆଇଜିଏଚର ଜଣେ ଅବସର ପ୍ରାପ୍ତ ଡାକ୍ତରାଣୀଙ୍କର କରୋନା ଜନିତ ମୃତ୍ୟୁ ହୋଇଛି ବୋଲି ବୁଧବାର ଜଣାପଡ଼ିଛି। ହେଲେ ମେରୀ ବାରା (ଜଣାଶୁଣା ସ୍ତ୍ରୀ ଓ ପ୍ରସୂତି ବିଭାଗର ଡାକ୍ତର)। ତାଙ୍କର ଜୟପ୍ରକାଶ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ମେରୀଙ୍କ ସମେତ ମୋଟ ୩ ଜଣ ପ୍ରାକ୍ତନ ଆଇଜିଏଚର (ଇସ୍ପାତ ଜେନେରାଲ ହସ୍ପିଟାଲ) ଡ଼ାକ୍ତରଙ୍କ କରୋନା ଜନିତ ମୃତ୍ୟୁ ହୋଇଛି। ସେମାନେ ରାହାସ ବିହାରୀ ମହାପାତ୍ର ଓ ମେଜର ଗଣେଶ୍ୱର ସାହୁ ବୋଲି ସୂଚନା ମିଳିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories