www.samajalive.in
Sunday, December 14, 2025
17.1 C
Bhubaneswar

ରାଉରକେଲାରେ ଫୁଟିଲା ଗୁଳି; ଯୁବକ ଆହତ

ଭୁବନେଶ୍ୱର: ରାଉରକେଲାରେ ପୁଣି ଫୁଟିଲା ଗୁଳି । ଝିରିପାଣି ଗାଁରେ ଗୁଳିମାଡ଼ ହୋଇଥିବା ଜଣାପଡ଼ିଛି । ଗୁଳିମାଡ଼ାରେ ଜଣେ ଆହତ ହୋଇଥିବା ବେଳେ, ଆହତ ଯୁବକଙ୍କୁ ଉଦ୍ଧାର କରାଯାଇ ଆଇଜିଏଚରେ ଭର୍ତ୍ତି କରାଯାଇଛି । ଆହତ ଯୁବକଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ସିୂଚନା ମିଳିଛି । ତେବେ ପୂର୍ବ ଶତ୍ରୁତା ଓ ଜମି ବିବାଦରୁ ଏହି ଗୁଳିକାଣ୍ଡ ହୋଇଥିବା ସୂଚନା ମିଳିଛି । ଗୁଳିମାଡ଼ କରିବା ପରେ ଘଟଣାସ୍ଥଳରୁ ଦୁର୍ବୃତ୍ତ ଫେରାର ହୋଇଯାଇଛି ।  ପୁଲିସ ଏନେଇ ଖବର ପାଇବା ପରେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Hot this week

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

Related Articles

Popular Categories