www.samajalive.in
Saturday, December 6, 2025
19.1 C
Bhubaneswar

ରାଉରକେଲାରେ ବଚସା ପରେ ଯୁବକଙ୍କୁ ଗୁଳିମାଡ

ରାଉରକେଲା : ଟ୍ରାଫିକ ଗେଟ୍‌ ମାର୍କେଟରେ ସୋମବାର ଜଣେ ଯୁବକଙ୍କ ଉପରେ ଗୁଳିମାଡ ହୋଇଛି । ଯୁବକଙ୍କ ସହ ୨ ରୁ ୩ ଦୁର୍ବୃତ୍ତଙ୍କ ବଚସା ପରେ ଗୁଳିମାଡ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଗୁଳିମାଡରେ ଯୁବକ ଜଣକ ଗୁରୁତର ହୋଇଥିବା ବେଳେ ତାଙ୍କୁ ଆରଜିଏଚ୍‌ରେ ଭର୍ତ୍ତି କରାଯାଇଛି । ଗୁରୁତର ଯୁବକ ହେଉଛନ୍ତି ୪୦ ବର୍ଷୀୟ ଅଭେସ ରାୟ । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ନଭେମ୍ବରରେ ଗ୍ରହଙ୍କ ମହାସଂଯୋଗ: ଏହି ରାଶିଙ୍କୁ ଭାଗ୍ୟଶାଳୀ କରିବେ ଶିବଶଙ୍କର, ଚମକିବ ଭାଗ୍ୟ, ହଠାତ୍‌ ମିଳିବ ଧନ..

Hot this week

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

Related Articles

Popular Categories