www.samajalive.in
Friday, December 5, 2025
20.1 C
Bhubaneswar

ବିସ୍ଫୋରକ ଲୁଟ୍‍ ଘଟଣା: ଗୋଦାମ ମାଲିକ ଶ୍ରବଣ ଅଗ୍ରୱାଲ ଗିରଫ

ସମାଜ ଡିଜିଟାଲ ଡେସ୍କ: ରାଉରକେଲାରେ ମାଓବାଦୀମାନେ ୪ଟନ୍‍ ବିସ୍ଫୋରକ ସାମଗ୍ରୀ ଲୁଟ୍‍ ଘଟଣାରେ ଗୋଦାମ ମାଲିକଙ୍କୁ ଗିରଫ କରିଛି ପୁଲିସ । ବଡଗାଁର ବିସ୍ଫୋରକ ଗୋଦାମର ମାଲିକ ଶ୍ରବଣ ଅଗ୍ରୱାଲ ଗିରଫ ହୋଇଛନ୍ତି । ଘଟଣାରେ ତଦନ୍ତ କରୁଥିବା ଏସ୍‍ଆଇଟି ପୂର୍ବରୁ ଗୋଦାମ ମାଲିକଙ୍କୁ ରଖୁନାଥପାଲି ଥାନାରେ ଅଟକ ରଖି ପଚରାଉଚରା କରୁଥିଲା । ବିସ୍ଫୋରକ ସାମଗ୍ରୀ ନେଇ ଯାଇଥିବା ଟ୍ରକ୍‍ ଡ୍ରାଇଭରଙ୍କୁ ମଧ୍ୟ ଗିରଫ କରିଛି ପୁଲିସ । ପୂର୍ବରୁ ବିସ୍ଫୋରକ ଗୋଦାମକୁ ସିଲ୍‍ କରିଛି ସୁନ୍ଦରଗଡ ପୁଲିସ । ଘଟଣାରେ ସରଣ୍ଡା ଜଙ୍ଗଲରେ ଏବେ ବି ସର୍ଚ୍ଚ ଅପରେସନ ଜାରି ରହିଛି ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories