www.samajalive.in
Monday, December 8, 2025
13.1 C
Bhubaneswar

୧ଲକ୍ଷ ନିଯୁକ୍ତି ପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ସୋମବାର ଦେଶରେ ୧ଲକ୍ଷ ନିଯୁକ୍ତି ପତ୍ର ବାଣ୍ଟିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ୪୭ଟି ସ୍ଥାନରେ ରାଷ୍ଟ୍ରୀୟ ରୋଜଗାର ମେଳା ଅନୁଷ୍ଠିତ ହୋଇଛି। ପ୍ରଧାନମନ୍ତ୍ରୀ ଭିଡ଼ିଓ କନଫରେନ୍ସିଂରେ ଯୋଡି ହୋଇ ସମ୍ବୋଧିତ କରିଛନ୍ତି। ଭୁବନେଶ୍ୱରରେ ଅନୁଷ୍ଠିତ ରାଷ୍ଟ୍ରୀୟ ରୋଜଗାର ମେଳାରେ ନିଯୁକ୍ତିପତ୍ର ଦେଉଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ୩ଶହ ନବ ନିଯୁକ୍ତଙ୍କୁ ନିଯୁକ୍ତିପତ୍ର ଦେବାର କାର୍ଯ୍ୟକ୍ରମ ରହିଛି। ଯୁବବର୍ଗଙ୍କୁ ନିଯୁକ୍ତି ଦେବାପୁ ପ୍ରାଥମିକତା ଦେଇ ପ୍ରଧାନମନ୍ତ୍ରୀ ଏହି ରୋଜଗାର ମେଳାର ଆୟୋଜନ କରିଛନ୍ତି।

Hot this week

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

Related Articles

Popular Categories