www.samajalive.in
Saturday, December 6, 2025
23.1 C
Bhubaneswar

ଓଡ଼ିଆ ଆଇପିଏସ୍‌ ଅଧିକାରୀ ରଶ୍ମୀରଞ୍ଜନ ସ୍ଵାଇଁ ଜାମ୍ମୁକଶ୍ମୀର ଡିଜିପି ନିଯୁକ୍ତ

ଶ୍ରୀନଗର: ଓଡ଼ିଆ ଆଇପିଏସ୍‌ ଅଧିକାରୀ ରଶ୍ମୀରଞ୍ଜନ ସ୍ଵାଇଁଙ୍କୁ ମିଳିଛି ଗୁରୁ ଦାୟିତ୍ଵ। ଜାମ୍ମୁକଶ୍ମୀର ପୁଲିସ ମହାନିର୍ଦେଶକ ଭାବେ ନିଯୁକ୍ତ ହୋଇଛନ୍ତି ରଶ୍ମୀରଞ୍ଜନ। ବର୍ତ୍ତମାନ ଜାମ୍ମୁକଶ୍ମୀରର ଅତିରିକ୍ତ ଡିଜିପି ଭାବେ କାର୍ଯ୍ୟରତ ରଶ୍ମୀରଞ୍ଜନଙ୍କୁ ଡିଜିପି ଦାୟିତ୍ଵ ମିଳିଛି। ଏନେଇ ବୁଧବାର କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୧ ବ୍ୟାଚ୍‌ର ଏଜିଏମୟୁଟି କ୍ୟାଡର ଓଡ଼ିଆ ଆଇପିଏସ୍‌ ଅଧିକାରୀ ରଶ୍ମୀରଞ୍ଜନ ସ୍ଵାଇଁ ଚଳିତ ବର୍ଷ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଜାମ୍ମୁକଶ୍ମୀର ଡିଜିପି ଭାବେ କାର୍ଯ୍ୟ କରିବେ।

 

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories