www.samajalive.in
Saturday, December 6, 2025
16.1 C
Bhubaneswar

ଇସ୍ପାତ କାରଖାନାରେ ଅଘଟଣ: ୯ଜଣ ଆହତ

ରାଉରକେଲା: ରାଉରକେଲା ଇସ୍ପାତ କାରଖାନାରେ ଅଘଟଣ ଘଟିଛି । ବ୍ଲାଷ୍ଟ ଫର୍ଣ୍ଣେସ ୫ରେ ଦୁର୍ଘଟଣା ଘଟି ୯ଜଣ ଆହତ ହୋଇଥିବା ସୂଚନା ମିଳିଛି । ସେମାନଙ୍କ ମଧ୍ୟରୁ ଇସ୍ପାତ ଜେନେରାଲ ହସ୍ପିଟାଲରେ ୮ଜଣ ଭର୍ତ୍ତି ହୋଇଛନ୍ତି । ଗ୍ୟାସ ଲିକ୍‍ ଯୋଗୁଁ ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି । ଅନ୍ୟମାନେ ସୁରକ୍ଷିତ ଥିବା ସହ-କର୍ମଚାରୀ ମାନେ ସୂଚନା ଦେଇଛନ୍ତି ।

Hot this week

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

Related Articles

Popular Categories