www.samajalive.in
Sunday, December 7, 2025
14.1 C
Bhubaneswar

୧୪ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ପାଣିପାଗରେ ପରିବର୍ତ୍ତନ ଦେଖାଦେଇଛି । ବିହାରର ପୂର୍ବଭାଗ​‌ ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣି ବଳୟ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବନୁମାନ କରିଛି । ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଅନେକ ସ୍ଥାନରେ ଘଡ଼ଘଡ଼ି ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି ।

ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ୧୪ଟି ଜିଲ୍ଲା ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ,   ବାଲେଶ୍ବର, ଅନୁଗୁଳ, ଭଦ୍ରକ, ଜଗତସିଂହପୁର, କଟକ, କନ୍ଧମାଳ କଳାହାଣ୍ଡି ଓ ଗଞ୍ଜାମରେ ଘଡ଼ଘଡ଼ି ସାଙ୍ଗକୁ ବର୍ଷାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

- Advertisement -

ଗତ ୨ ରୁ ୩ ଦିନ ମଧ୍ୟରେ ହଠାତ ତାପମାତ୍ରାରେ ଯେପରି ପରିବର୍ତ୍ତନ ହୋଇ ଗରମ ବୃଦ୍ଧି ପାଇଥିଲା ତାହା ରାଜ୍ୟବାସୀଙ୍କୁ ଅସ୍ତବ୍ୟସ୍ତ କରି ଦେଇଥିଲା । ତେବେ ଆଗାମୀ ଦୁଇରୁ ତିନି ଦିନ ପର୍ଯ୍ୟନ୍ତ ପାଣିପାଗରେ ପରିବର୍ତ୍ତନ ହେବ। ରାଜ୍ୟର ଅଧିକାଂଶ ସ୍ଥାନରେ ମେଘୁଆ ପାଗ ରହିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି ।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories