www.samajalive.in
Saturday, December 6, 2025
14.1 C
Bhubaneswar

ବସକୁ ସାଢେ ୫ ଲକ୍ଷ ଟଙ୍କାର ଜରିମାନା

ଭୁବନେଶ୍ବର: ଭୁବନେଶ୍ବର ଆଞ୍ଚଳିକ ପରିବହନ ବା ଆରଟିଓ ଭୁବନେଶ୍ବର -୨ ପକ୍ଷରୁ ବୁଧବାର ଏକ ଯାତ୍ରୀବାହୀ ବସକୁ ୫ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଜରିମାନା କରାଯାଇଥିବା ଜଣାପଡ଼ିଛି। ୨୦୧୯ ମେ’ ମାସରୁ ଏଯାଏଁ  ଏମଭି ଟ୍ୟାକ୍ସ ଦେଇ ନ ଥିବାରୁ ଆରଟିଓ ଭୁବନେଶ୍ବର -୨  ପଷରୁ ଏହି ଜରିମାନା କରାଯାଇଛି। ଟ୍ୟକ୍ସ ସହ ମୋଟ ଜିରାମାନ ୫ ଲକ୍ଷ ୬୬ ହଜାର ୯୮୧ ଟଙ୍କା କରାଯାଇଛି। ବସଟିର ବୈଧ ଷ୍ଟେଜ କ୍ୟାରେଡ ପରମିଟ୍ ନ ଥିବା ମଧ୍ୟ ସୂଚନା ମିଳିଛି।

ସୂଚନା ଅନୁଯାୟୀ, ଉକ୍ତ ଯାତ୍ରୀବାହୀ ବସଟିର ନଂ- ( ଓଡି- ୧୦- ଏଫ -୦୪୦୯)

- Advertisement -

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories