www.samajalive.in
Saturday, December 6, 2025
26.1 C
Bhubaneswar

କରୋନା ଆକ୍ରାନ୍ତ ଚିହ୍ନଟ ପରେ ସିଲ୍ ହେଲା ଭୁବନେଶ୍ଵର ଆରଟିଓ-୧ ଅଫିସ୍‌ ଓ ଆଇସିଆଇସିଆଇ ବ୍ୟାଙ୍କ

ଭୁବନେଶ୍ଵର : କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଭୁବନେଶ୍ଵର ମହାନଗର ନିଗମ ରାଜଧାନୀର ଆଚାର୍ଯ୍ୟ ବିହାର ଛକ ନିକଟସ୍ଥ ଆରଟିଓ-୧ ଅଫିସ୍ ଓ‌ ଶ୍ରୀୟା ଟକିଜ୍‌‌ ଛକ ନିକଟରେ ଥିବା ଆଇସିଆଇସିଆଇ ବ୍ୟାଙ୍କର ମୁଖ୍ୟ ଶାଖା ଏବଂ କଟକ ରୋଡସ୍ଥିତ ଆଇସିଆଇସିଆଇ ବ୍ୟାଙ୍କ ଶାଖାକୁ ସିଲ୍ କରିଛି। ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆରଟିଓ)-୧ ଅଫିସ୍‌ରୁ ୪ ଜଣ ଓ ଆଇସିଆଇସି ବ୍ୟାଙ୍କରେ ୧୫ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଏହି ପଦକ୍ଷେପ ନେଇଛି ବିଏମସି।


ସେହିପରି ଫୁଲନଖରା ପାଖରେ ଥିବା ଗତି କୋରିୟର ଗୋଦାମରୁ ୨ ଜଣ କରୋନା ପଜିଟିଭ୍‌ ବାହାରିଛନ୍ତି । ଏହି କାରଣରୁ ଗତି ଗୋଦାମରେ କାମ କରୁଥିବା କର୍ମଚାରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବିଏମ୍‌ସି ଗତି କୋରିୟର ଅଫିସ୍‌କୁ ସିଲ୍ କରିବା ସହ ସମସ୍ତ କର୍ମଚାରୀଙ୍କୁ ବାଧ୍ୟତାମୂଳକ ସଂଗରୋଧରେ ରହିବାକୁ ପରାମର୍ଶ ଦେଇଛି । ଏନେଇ ଟୁଇଟ୍‌ ଯୋଗେ ବିଏମ୍‌ସି ପକ୍ଷରୁ ଏହି ସୂଚନା ଦିଆଯାଇଛି ।

- Advertisement -

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories