www.samajalive.in
Friday, December 5, 2025
26.1 C
Bhubaneswar

ରାଷ୍ଟ୍ରୀୟ ଏକତା ଦିବସ ପାଳନ ପାଇଁ ରନ୍ ଫର୍ ୟୁନିଟି ମାରାଥନ୍: ସାମିଲ ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ରାଷ୍ଟ୍ରୀୟ ଏକତା ଦିବସ ପାଳନ ପାଇଁ ରାଜଧାନୀରେ ଆୟୋଜିତ ହୋଇଛି ରନ୍ ଫର୍ ୟୁନିଟି ମାରାଥନ୍। ଭୁବନେଶ୍ଵର କଳିଙ୍ଗ ଷ୍ଟାଡିୟମରୁ ଏକ ମାରାଥନ୍ ବାହାରିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଶୁଭାରମ୍ଭ କରିଛନ୍ତି।   ମୁଖ୍ୟମନ୍ତ୍ରୀ ଏକତାର ଶପଥ କରାଇବା ପରେ ନିଜେ ମଧ୍ୟ ଦୌଡିଛନ୍ତି। ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବ୍ୟବହିତ ପୂର୍ବରୁ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଉପମୁଖ୍ୟମନ୍ତ୍ରୀ , ରାଜସ୍ଵ ମନ୍ତ୍ରୀ ଏବଂ କ୍ରୀଡାମନ୍ତ୍ରୀ, ମନ୍ତ୍ରୀ ପରିଷଦ ସଦସ୍ୟ ଏବଂ ବିଭିନ୍ନ ବିଭାଗର ସଚିବଓ ଡିଜିପି  ପ୍ରମୁଖ ଏଥିରେ ସାମିଲ ହୋଇଛନ୍ତି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories