www.samajalive.in
Monday, December 15, 2025
26.1 C
Bhubaneswar

କଣ୍ଟେନର ପଛକୁ ପିଟିଲା ଟ୍ରକ: ୨ ଗୁରୁତର

ସମାଜ ଡିଜିଟାଲ ଡେସ୍କ: କଣ୍ଟେନର ପଛକୁ ପିଟିଲା ଟ୍ରକ୍‍ । ୬୦ନମ୍ବର ଜାତୀୟ ରାଜପଥରେ କଣ୍ଟେନରକୁୁ ପଛପଟୁ ଧକ୍କା ଦେଇଛି ଏକ ଟ୍ରକ । ଫଳରେ ଗାଡି ଭିତରେ ଚାପି ହୋଇ ଗୁରୁତର ହୋଇଛନ୍ତି ଡ୍ରାଇଭର ଓ ହେଲପର । ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରୁପସା ଥାନା ଅନ୍ତର୍ଗତ ୬୦ନମ୍ବର ଜାତୀୟ ରାଜପଥ ନିକଟରେ ଆଜି ସକାଳୁ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଅଗ୍ନିଶମବାହିନୀ ପହଞ୍ଚି ଗ୍ୟାସ କଟରରେ ଗାଡିକୁ କାଡି ଉଭୟଙ୍କୁ ଉଦ୍ଧାର କରୁଛନ୍ତି । ଘଟଣାସ୍ଥଳରେ ରୁପସା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories