www.samajalive.in
Friday, December 5, 2025
23.1 C
Bhubaneswar

କିଭ୍‌ ଉପରେ ପୁଣି ରୁଷ୍‌ର ମିଶାଇଲ୍‌ ବର୍ଷା, ୬ ମୃତ

କିଭ୍‌: ୨୦ ମାସରୁ ଅଧିକ ସମୟ ଧରି ଚାଲିଥିବା ରୁଷ-ୟୁକ୍ରେନ ଯୁଦ୍ଧ ଏପର୍ଯ୍ୟନ୍ତ ଶେଷ ହେବାର ନାଁ ନେଉନି। ଇତି ମଧ୍ୟରେ ପୁଣି ଥରେ ୟୁକ୍ରେନର ରାଜଧାନୀ କିଭ୍‌ ଉପରେ ଆକ୍ରମଣ କରିଛି ରୁଷ୍। ବୁଧବାର ରାତିରେ ମିଶାଇଲ୍‌ ଓ ଡ୍ରୋନ୍‌ ସାହାଯ୍ୟରେ ଜୋରଦାର ଆକ୍ରମଣ କରିଛି ରୁଷ୍‌। ଏହି ଆକ୍ରମଣରେ ଜଣେ ୬ ବର୍ଷୀୟ ଶିଶୁ ସମେତ ପ୍ରାୟ ଛଅ ଜଣଙ୍କ ମୃତ୍ୟୁ ଘଟିଛି। ଏହା ବ୍ୟତୀତ ୫୨ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଅଧିକାରୀଙ୍କ କହିବାନୁସାରେ, ମୃତାହତଙ୍କ ସଂଖ୍ୟା ଆହୁରି ବଢିପାରେ।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories