www.samajalive.in
Friday, December 12, 2025
26.1 C
Bhubaneswar

ରୁଷ୍‍ର କୁରିଲେ ଦ୍ୱୀପରେ ଭୂମିକମ୍ପ

ମସ୍କୋ : ରୁଷ୍‍ର ଉତ୍ତରପଶ୍ଚିମ ଭାଗରେ ଥିବା କୁରିଲେ ଦ୍ୱୀପରେ ଶନିବାର ବଡ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି। ଆମେରିକା ଭୂତତ୍ତ୍ୱ ସର୍ବେକ୍ଷଣର କହିବା ଅନୁଯାୟୀ ଏହି ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୬.୭। ପ୍ରଶାନ୍ତ ମହାସାଗରରେ ଅବସ୍ଥିତି ଏହି ଦ୍ୱୀପରେ ଭୂମିକମ୍ପ ଅନୁଭୂତକୁ ନେଇ କୌଣସି ସୁନାମୀ ସତର୍କ ସୂଚନା ଜାରି କରାଯାଇ ନାହିଁ।

Hot this week

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

Related Articles

Popular Categories