www.samajalive.in
Thursday, December 11, 2025
18.1 C
Bhubaneswar

ଭାରତକୁ ପ୍ରଶଂସା କଲା ରୁଷ୍‌

ନୂଆଦିଲ୍ଲୀ- ବିଭିନ୍ନ ବୈଶ୍ବିକ ପ୍ରସଙ୍ଗରେ ଭାରତ ନେଉଥିବା ଦାୟିତ୍ବବୋଧତାକୁ ରୁଷ୍ ବୈଦେଶିକ ମନ୍ତ୍ରୀ ସର୍ଗେଇ ଲାଭରୋଭ ପ୍ରଶଂସା କରିଛନ୍ତି। ଜି-୨୦ ବୈଦେଶିକ ମନ୍ତ୍ରୀ ସମ୍ମିଳନୀରେ ଯୋଗ ଦେବାକୁ ଭାରତ ଆସିଥିବା ଲାଭରୋଭ କହିଛନ୍ତି ଯେ ବର୍ତ୍ତମାନ ସମୟରେ ଜାତିସଂଘ ସୁରକ୍ଷା ପରିଷଦରେ ସଂସ୍କାର ଅଣାଯିବା ଦରକାର।

ୟୁକ୍ରେନ ବିରୋଧୀ ଯୁଦ୍ଧକୁ ନେଇ ପାଶ୍ଚାତ୍ୟ ରାଷ୍ଟ୍ରଗୁଡିକ ରୁଷ୍‌ ଉପରେ ଅଧିକରୁ ଅଧିକ କଟକଣା ଲାଗୁ କରୁଛନ୍ତି। ଏପରି କରି ପାଶ୍ଚାତ୍ୟ ରାଷ୍ଟ୍ରଗୁଡିକ ବିଶ୍ବକୁ ଭୌଗଳିକ ଦୃଷ୍ଟିକୋଣରୁ ବିଭାଜନ କରିବାକୁ ଚାହୁଁଛନ୍ତି। ଭାରତ ସହିତ ରୁଷ୍‌ର ଦ୍ବିପାକ୍ଷିକ ସମ୍ପର୍କକୁ ସର୍ଗେଇ ଅତ୍ୟନ୍ତ ନିବିଡ ବୋଲି କହିଥିଲେ।

Hot this week

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

Related Articles

Popular Categories