www.samajalive.in
Friday, December 12, 2025
15.1 C
Bhubaneswar

ରୁଷିଆ-ୟୁକ୍ରେନ୍‌ ଗସ୍ତରେ ଯିବେ ଜାତିସଂଘ ମୁଖ୍ୟ

ନୂଆଦିଲ୍ଲୀ: ଜାରି ରହିଛି ୟୁକ୍ରେନ୍‌ ଓ ରୁଷ ମଧ୍ୟରେ ଯୁଦ୍ଧ । ଫେବ୍ରୁଆରୀ ୨୪ରୁ ଦୁଇ ଦେଶ ମଧ୍ୟରେ ଯୁଦ୍ଧ ଲାଗି ରହିଥିବା ବେଳେ ଆସନ୍ତା ସପ୍ତାହରେ ରୁଷିଆ ଓ ୟୁକ୍ରେନ୍‌ ଗସ୍ତରେ ଯିବେ ଜାତିସଂଘ ମୁଖ୍ୟ । ଆସନ୍ତା ୨୬ ତରିଖ ଦିନ ଜାତିସଂଘ ମହାସଚିବ ଆ​‌ଣ୍ଟୋନିଓ ଗୁଟେରେସ ରୁଷିଆ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ସେହିପରି ୨୮ ତାରିଖରେ ଜାତିସଂଘ ମହାସଚିବ ୟୁକ୍ରେନ୍‌ ଗସ୍ତ କରିବେ ବୋଲି ସୂଚନା ମିଳିଛି । ଦୁଇ ଦେଶକୁ ଗସ୍ତ କରିବା ସହ ଭ୍ଲାଦିମିର ପୁଟିନ ଓ ଜେଲେନସ୍କିଙ୍କ ସହ ଆ​‌ଣ୍ଟୋନିଓ ଗୁଟେରେସ ଆଲୋଚନା କରିବେ । କୁହାଯାଉଛି ଏହି ଆଲୋଚନାରେ ରୁଷଆ ଓ ୟୁକ୍ରେନ୍‌ ମଧ୍ୟରେ ଲାଗି ରହିଥିବା ଯୁଦ୍ଧ ପ୍ରସଙ୍ଗ ଉଠାଯିବ ।

ଯୁଦ୍ଧ ଯୋଗୁ ଦୁଇ ଦେଶ ଅନେକ କ୍ଷତି ସହିଲେଣି । ଉଭୟଙ୍କର ଅନେକ ସୌନିକଙ୍କ ସହ ବହୁ ସାଧାରଣ ଲୋକଙ୍କ ମୃତ୍ୟୁ ହେଲାଣି ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories