www.samajalive.in
Saturday, December 6, 2025
15.1 C
Bhubaneswar

ୟୁକ୍ରେନ ଉପରେ ଋଷର ମିଶାଇଲ ମାଡ଼: ୧୭ ମୃତ

ନୂଆଦିଲ୍ଲୀ: ଋଷ୍ ୟୁକ୍ରେନ୍ ଯୁଦ୍ଧକୁ ଦୁଇ ବର୍ଷ ବିତିଯାଇଛି । ତଥାପି ପରିସ୍ଥିତି ଶାନ୍ତ ପଡିବାର ନାଁ ଧରୁନି। ଆଜି ପୁର୍ନବାର ୟୁକ୍ରେନର ଚେର୍ନିହିଭ୍‌ ସହରରେ ଋଷ ମିଶାଇଲ ମାଡ଼ କରିଛି । ଏଥିରେ ୧୭ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୬୦ରୁ ଅଧିକ ଲୋକ ଗୁରୁତର ହୋଇଥିବା ସୂଚନା ମିଳିଛି। ଗୁରୁତରଙ୍କ ମଧ୍ୟରେ ୩ଜଣ ଶିଶୁ ରହିଥିବା ଜଣାପଡିଛି। ସମସ୍ତ ଆହତଙ୍କୁ ତୁରନ୍ତ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଏହି ଆକ୍ରମଣରେ ବଡ ବଡ କୋଠା, ପାର୍କିଂ ଆଦି ସ୍ଥାନ କ୍ଷତିଗ୍ରସ୍ତ ହୋଇଛି। ସେପଟେ ମିସାଇଲ ମାଡ଼ ପରେ ୟୁକ୍ରେନ ରାଷ୍ଟ୍ରପତି ଭୋଲଦୋମିର ଜେଲେନସ୍କି ପାଶ୍ଚାତ୍ୟ ଦେଶରୁ ସହାୟତା ଲୋଡ଼ିଛନ୍ତି । ଏୟାର ଡିଫେନ୍ସ ସିଷ୍ଟମ ଯୋଗାଇଦେବାକୁ ଅନୁରୋଧ କରିଛନ୍ତି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories