www.samajalive.in
Friday, December 5, 2025
23.1 C
Bhubaneswar

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ମହାତ୍ମା ଗାନ୍ଧୀଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିବା ପରେ ରୁଷ ରାଷ୍ଟ୍ରପତି ପୁଟନ ଭିଜିଟର ବୁକ୍‌ ରେ ସ୍ୱାକ୍ଷର କରିଛନ୍ତି ।

- Advertisement -


ପୁଟିନଙ୍କ ଭାରତ ଗସ୍ତର ଆଜି ଦ୍ୱିତୀୟ ଦିନ । ଆଜି ପୁଟନଙ୍କୁ ରାଷ୍ଟ୍ରପତି ଭବନରେ ଭବ୍ୟ ସ୍ୱାଗତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯିବା ପରେ ସେଠାରୁ ସିଧାସଳଖ ସେ ରାଜଘାଟ ଯାଇଥିଲେ ।

 

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

Related Articles

Popular Categories