www.samajalive.in
Monday, December 15, 2025
15.1 C
Bhubaneswar

ଲାଲୁ ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ : ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ଗୁରୁବାର ନୂଆଦିଲ୍ଲୀସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ପ୍ରତିଷ୍ଠାନ (ଏମ୍ସ)ରେ ଭର୍ତ୍ତି କରାଯାଇଛି। ଗୋଖାଦ୍ୟ ଦୁର୍ନୀତିକୁ ନେଇ ଲାଲୁ ଜେଲ ଦଣ୍ଡ ଭୋଗୁଥିବାବେଳେ ଚିକିତ୍ସା ପାଇଁ ଏଠାକୁ ଅଣାଯାଇଛି। ତାଙ୍କ ଶରୀରରେ ସଂକ୍ରମଣ ସହିତ ରକ୍ତ ଚାପ ବୃଦ୍ଧି ପାଇଛି। ଏହା ପୂର୍ବରୁ ସେ ରାଞ୍ôଚର ରିମ୍ସରେ ଚିକିତ୍ସିତ ହେଉଥିଲେ। ଅଧିକ ଚିକିତ୍ସା ପାଇଁ ତାଙ୍କୁ ଏମ୍ସ ରେଫର କରାଯାଇଥିଲା।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories