www.samajalive.in
Sunday, December 14, 2025
19.1 C
Bhubaneswar

ବାରବାଟୀ ଟି-୨୦ : ୪ ୱିକେଟରେ ଭାରତ ପରାସ୍ତ

କଟକ : ବାରବାଟୀ ଟି-୨୦ରେ ଭାରତ ପୁଣି ଦର୍ଶକଙ୍କୁ ନିରାଶ କରିଛି। ଭୁବନେଶ୍ବର କୁମାରଙ୍କ ଚମତ୍କାର ବୋଲିଂ ସତ୍ତ୍ବେ ଭାରତ ପରାସ୍ତ ହୋଇଛି। ଦକ୍ଷିଣ ଆଫ୍ରିକା ୪ ୱିକେଟରେ ଭାରତକୁ ପରାସ୍ତ କରିଛି। ଫଳରେ ୫ ମ୍ୟାଚ ବିଶିଷ୍ଟ ସିରିଜରେ ଦକ୍ଷିଣ ଆଫ୍ରିକା ୨-୦ରେ ଆଗୁଆ ରହିଛି।

ପ୍ରଥମେ ଭାରତ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା ପାଇଁ ଭାରତ ୧୪୯ ରନ ବିଜୟ ଲକ୍ଷ୍ୟ ରଖିଥିବା ବେଳେ ୧୦ଟି ବଲ ବାକିଥାଇ ଦକ୍ଷିଣ ଆଫ୍ରିକା ୬ ୱିକେଟ ହରାଇ ବିଜୟ ହାସଲ କରିଥିଲା। କ୍ଲାସେନଙ୍କ ବିସ୍ଫେରକ ୮୧ ରନ ବଳରେ ଦକ୍ଷିଣ ଆଫ୍ରିକା ଏହି ସହଜ ବିଜୟ ହାସଲ କରିଛି।​‌

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories