www.samajalive.in
Monday, December 15, 2025
24.1 C
Bhubaneswar

ଆଉ ନାହାନ୍ତି ‘ସନମ୍‌ ବେୱଫା’ ନିର୍ଦେଶକ ସାୱନ କୁମାର

ନୂଆଦିଲ୍ଲୀ: ‘ସନମ୍‌ ବେୱଫା’ ଭଳି ସୁପରହିଟ୍‌ ଚଳଚ୍ଚିତ୍ରର ନିର୍ଦେଶନା ଦେଇଥିବା ନିର୍ଦେଶକ ସାୱନ କୁମାର ଟାକ୍‌ଙ୍କର ଗୁରୁବାର ପରଲୋକ ଘଟିଛି। ଛାତିରେ ଯନ୍ତ୍ରଣା କାରଣରୁ ବୁଧବାର ତାଙ୍କୁ କୋକିଲାବେନ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ ଅବସ୍ଥା ଗୁରୁତର ଥିଲା। କିନ୍ତୁ ବର୍ତ୍ତମାନ ଖବର ଆସିଛି ଯେ ୮୬ ବର୍ଷୀୟ ସାୱନ ଦୁନିଆରୁ ସବୁଦିନ ପାଇଁ ବିଦାୟ ନେଇଛନ୍ତି।

ସୂଚନାଯୋଗ୍ୟ, ସାୱନ ବିବାହ କରି ନଥିଲେ। ତାଙ୍କର ୩ ଭଉଣୀ ଓ ଜଣେ ଭାଇ ଅଛନ୍ତି। ଗତ ଦୁଇ ଦିନ ହେବ ସେ ହୃଦୟ ଜନିତ ସମସ୍ୟାରେ ପିଡ଼ିତ ଥିଲେ। ଏହି କାରଣରୁ ତାଙ୍କୁ କୋକିଲାବେନ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଆଜି ପ୍ରାୟ ଅପରାହ୍ନ ୪ଟା ସମୟରେ ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଛି। ସେ ୧୯ରୁ ଊର୍ଦ୍ଧ୍ବ ଚଳଚ୍ଚିତ୍ରର ପ୍ରଯୋଜନା କରିଛନ୍ତି।

- Advertisement -

 

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories