www.samajalive.in
Sunday, December 14, 2025
17.1 C
Bhubaneswar

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର ମାହୋଲ । କାରଣ ଖୁବଶୀଘ୍ର ତାଙ୍କ ଘରକୁ କୁନି ଅତିିଥି ଆସିବାକୁ ଯାଉଛନ୍ତି । ମାଆ ହେବାକୁ ଯାଉଛନ୍ତି ସବ୍ୟଙ୍କ ପତ୍ନୀ ଅଭିନେତ୍ରୀ ଅର୍ଚ୍ଚିତା ସାହୁ । ଅର୍ଚ୍ଚିତା ଗର୍ଭବତୀ ଥିବା ସୋସିଆଲ ମିଡ଼ିଆରେ ସୂଚନା ଦେଇଛନ୍ତି । ଏକ ଭିଡ଼ିଓ କରି ଫ୍ୟାନ୍ସମାନଙ୍କୁ ଏହି ଖୁସି ଖବର ଦେଇଛନ୍ତି । ବିବାହାର ୫ବର୍ଷ ପରେ ପିତାମାତା ହେବାକୁ ଯାଉଛନ୍ତି ସବ୍ୟ-ଅର୍ଚ୍ଚିତା । ଏହି ଖୁସର ସମୟକୁ ଲିଙ୍ଗରାଜ ମନ୍ଦିର ବାହାରେ ଏକ ଭିଡ଼ିଓ ସୁଟ୍‌ କରି ସୂଚନା ଦେଇଛନ୍ତି ଉଭୟ । ୨୦୨୧ ମସିହା ମାର୍ଚ୍ଚ ୧ରେ ରାଜସ୍ଥାନରେ ସବ୍ୟସାଚୀ-ଅର୍ଚ୍ଚିତା ବିବାହ କରିଥିଲେ । ସବ୍ୟଙ୍କର ଏହା ଦ୍ୱିତୀୟ ବିବାହ ଥିଲା ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories