www.samajalive.in
Sunday, December 14, 2025
23.1 C
Bhubaneswar

ସଚିନ ତେନ୍ଦୁଲକର କରୋନାରେ ସଂକ୍ରମିତ

ନୂଆଦିଲ୍ଲୀ: ମହାନ୍‌ କ୍ରିକେଟର ସଚିନ ତେନ୍ଦୁଲକର କରୋନା ଭୂତାଣୁରେ ସଂକ୍ରମିତ ହୋଇଛନ୍ତି। ଶନିବାର ସେ ନିଜେ ଟ୍ବିଟ୍‌ କରି ଏ ସମ୍ପର୍କରେ ସୂଚନା ଦେଇଛନ୍ତି। କରୋନାରେ ଆକ୍ରାନ୍ତ ହୋଇଥିବା ଜାଣିବା ପରେ ସେ ନିଜକୁ ଆଇସୋଲେଟ୍‌ କରିଥିବା ସଚିନ କହିଛନ୍ତି। ସେ ନିଜ ଘରେ କ୍ବାରେଣ୍ଟାଇନରେ ରହିଥିବା ଟ୍ବିଟ୍‌ରେ ଉଲ୍ଲେଖ କରିଛନ୍ତି।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories