www.samajalive.in
Saturday, December 6, 2025
23.1 C
Bhubaneswar

ଇଞ୍ଜିନିୟରିଂ ଛାତ୍ରୀଙ୍କୁ ଛୁରାମାଡ଼

ଭୁବନେଶ୍ବର: କଟକ ବିଚ ରାସ୍ତାରେ ଇଞ୍ଜିନିୟରିଂ ଛାତ୍ରୀଙ୍କୁ ଛୁରାମାଡ଼ ହୋଇଥିବା ସୂଚନା ମିଳିଛି। ସଦର ଥାନା ପ୍ରତାପ ନଗରୀ ନିକଟରେ ଛାତ୍ରୀଙ୍କୁ ଛୁରାମାଡ଼ କରାଯାଇଛି। ଛୁରାମାଡ଼ରେ ଛାତ୍ରୀଙ୍କ ହାତ ଓ ଜଂଘରେ ଆଘାତ  ଲାଗିଛି।  ଗୁରୁତର ଆହତ ହୋଇ  ଏହି ଛାତ୍ରୀଙ୍କୁ ଚିକିତ୍ସା ପାଇଁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। କଲେଜରୁ ଫେରି ଚାଲିଚାଲି ଘରକୁ ଗଲାବେଳେ ଛାତ୍ରୀଙ୍କୁ ଛୁରାମାଡ଼ ହୋଇଥିଲା। ଏକ ତରଫା ପ୍ରେମରୁ ଜଣେ ଯୁବକ ଛୁରାମାଡ଼ କରିଥିବା ସୂଚନା ମିଳିଛି।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories