www.samajalive.in
Friday, December 12, 2025
14.1 C
Bhubaneswar

ପୂର୍ବତଟ ରେଳପଥ ପକ୍ଷରୁ ସଦଭାବନା ଦିବସ ପାଳିତ

ଡେସ୍କ: ପୂର୍ବତଟ ରେଳପଥ ପକ୍ଷରୁ ଏହାର ମୁଖ୍ୟାଳୟ ଭୁବନେଶ୍ୱରର ଚନ୍ଦ୍ରଶେଖରପୁର ସ୍ଥିତ ରେଳ ସଦନ ଏବଂ ସମସ୍ତ ରେଳମଣ୍ଡଳରେ ସଦଭାବନା ଦିବସ ପାଳନ କରାଯାଇଛି। ରେଳପଥର କାର୍ଯ୍ୟକାରୀ ମହାପ୍ରବନ୍ଧକ ଶରଦ କୁମାର ଶ୍ରୀବାସ୍ତବଙ୍କ ନେତୃତ୍ୱରେ ରେଳବାଇ କର୍ମଚାରୀ ଓ ଅଧିକାରୀମାନେ ଜାତି, ଧର୍ମ, କ୍ଷେତ୍ର, ଭାଷାଗତ ବିଭିନ୍ନତା ବିନା ଭାରତ ବର୍ଷର ସମସ୍ତ ଜନସାଧାରଣଙ୍କର ଭାବନାତ୍ମକ ଏକତା ଓ ସଦଭାବନା ପାଇଁ କାର୍ଯ୍ୟକରିବା ସହ ହିଂସା ବିନା ବାର୍ତ୍ତାଳାପ ଓ ସାମ୍ବିଧାନିକ ବ୍ୟବସ୍ଥା ମାଧ୍ୟମରେ ସମସ୍ତ ମତଭେଦକୁ ଦୁରେଇ କାର୍ଯ୍ୟ ସମ୍ପାଦନ କରିବାକୁ ଶପଥ ନେଇଥିଲେ।

Hot this week

ଆଜିର : ରାଶିଫଳ,ଆପଣଙ୍କ ଅଶାନ୍ତିର ଅବସାନ ଘଟିବ

ମେଷ : ଅଶ୍ବିନୀ ଓ ଦ୍ବିଜା ନକ୍ଷତ୍ରଜାତ ବ୍ୟକ୍ତି ବିପଦମୁକ୍ତ ହୋଇପାରନ୍ତି।...

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

Related Articles

Popular Categories