ପଦ୍ମଶ୍ରୀ ସାଧୁ ମେହେରଙ୍କ ପରଲୋକରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ

ଡେସ୍କ: ବରିଷ୍ଠ ଚଳଚ୍ଚିତ୍ର ଅଭିନେତା ତଥା ନିର୍ଦ୍ଦେଶକ ସାଧୁ ମେହେରଙ୍କର ଆଜି ୮୪ ବର୍ଷ ବୟସରେ ତାଙ୍କ ମୁମ୍ବାଇସ୍ଥିତ ବାସଭବନରେ ପରଲୋକ ଘଟିଛି। ତାଙ୍କ ପରଲୋକରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଟ୍ୱିଟ ବାର୍ତ୍ତାରେ ସେ କହିଛନ୍ତି, ଓଡ଼ିଶାର ଗୌରବ ତଥା ଭାରତୀୟ ଚଳଚ୍ଚିତ୍ର ଜଗତର ଖ୍ୟାତନାମା ଅଭିନେତା, ନିର୍ଦ୍ଦେଶକ ପଦ୍ମଶ୍ରୀ ସାଧୁ ମେହେରଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ଓଡ଼ିଶା ସମେତ ଭାରତୀୟ ସିନେମାକୁ … Continue reading ପଦ୍ମଶ୍ରୀ ସାଧୁ ମେହେରଙ୍କ ପରଲୋକରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ