www.samajalive.in
Sunday, December 14, 2025
19.1 C
Bhubaneswar

 ସଫେଇ ମିତ୍ର ସୁରକ୍ଷା ଶିବିର

କାମାକ୍ଷାନଗର : କାମାକ୍ଷାନଗର ବିଜୁ କଲ୍ୟାଣ ମଣ୍ଡପ ଠାରେ ସ୍ୱଚ୍ଛ ଚର୍ଚ୍ଚା ଦିବସ ଓ ସଫେଇ ମିତ୍ର ସୁରକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ବିଜ୍ଞପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ ଧର୍ମାନନ୍ଦ ପରିଡା ଓ ନିର୍ବାହୀ ଅଧିକାରୀ ଯତୀନ୍ଦ୍ର ମିଶ୍ରଙ୍କ ଉପସ୍ଥିତିରେ ବିଜ୍ଞପିତ ଅଞ୍ଚଳ ପରିଷଦର ସମସ୍ତ ସଫେଇ କର୍ମଚାରୀ ମାନଙ୍କୁ ଡାକ୍ତର ରିତେଶ ପଣ୍ଡା ଓ ଡାକ୍ତର ରୋଜାଲିନ ନାୟକ ସ୍ବାସ୍ଥ୍ୟ ପରୀକ୍ଷା କରିବା ସହ ନିଜ ନିଜର ସ୍ବାସ୍ଥ୍ୟ ର ଯତ୍ନ କିପରି ନେବେ ସେ ସମ୍ପର୍କ ରେ ଅବଗତ କରାଇଥିଲେ । ଏହା ସହ ଏହି ଶିବିରରେ କମ୍ୟୁନିଟି ଅର୍ଗାନାଇଜର, ଜୁନିୟର ସାନିଟେଶନ ଏକ୍ସପର୍ଟ, ସ୍ବଚ୍ଛ ସାଥୀ, ସ୍ବଚ୍ଛ ସୁପରଭାଇଜର, ଏବଂ ସମସ୍ତ ସାନିଟେସନ୍ ୱାର୍କର ଉପସ୍ଥିତ ଥିଲେ।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories