www.samajalive.in
Sunday, December 14, 2025
26.1 C
Bhubaneswar

ସୈଫ୍‌ଙ୍କୁ ଛୁରାମାଡ; ସନ୍ଦିଗ୍ଧ ଯୁବକ ଗିରଫ

ମୁମ୍ବାଇ : ସୈଫ୍‌ ଅଲ୍ଲୀ ଖାନ୍‌ଙ୍କୁ ଛୁରାମାଡ କରିଥିବା ଘଟଣାରେ ସନ୍ଦିଗ୍ଧ ଯୁବକକୁ ଜାନୁଆରୀ ୧୭ ଅର୍ଥାତ୍‌ ଶୁକ୍ରବାର ଦିନ ଗିରଫ କରାଯାଇଛି। ମୁମ୍ବାଇ ପୁଲିସ୍‌ର ସ୍ପେଶାଲ ଟିମ୍‌ ଯୁବକକୁ ଗିରଫ କରିଛି। ମୁମ୍ବାଇ ବାନ୍ଦ୍ରା ସ୍ଥିତ ଘରେ ପଶି ସୈଫ୍‌ଙ୍କୁ ଅଭିଯୁକ୍ତ ଛୁରାମାଡ କରି ଫେରାର ହୋଇଯାଇଥିଲା। ଆକ୍ରମଣ ପରେ ବାନ୍ଦ୍ରା ଷ୍ଟେସନରେ ଆକ୍ରମଣକାରୀ ଯୁବକକୁ ପୁଲିସ ଦେଖିଥିଲା ବୋଲି ଖବର ସାମ୍ନାକୁ ଆସିଥିଲା।

ବଲିଉଡ୍‌ ଅଭିନେତା ସୈଫ୍‌ ଅଲ୍ଲୀ ଖାନ୍‌ଙ୍କ ଉପରେ ବିଳମ୍ବିତ ରାତିରେ ଆକ୍ରମଣ ହୋଇଥିଲା। ଦୁର୍ବୃତ୍ତ ଘର ଭିତରକୁ ପଶିବା ପରେ ସୈଫ୍‌ଙ୍କ ଉପରେ ଛୁରୀରେ ଆକ୍ରମଣ କରିଥିଲା। ମୁମ୍ବଇର ବାନ୍ଦ୍ରାସ୍ଥିତ ବାସଭବନରେ ଥିବାବେଳେ ଦୁର୍ବୃତ୍ତ ଘରେ ପଶି ତାଙ୍କୁ ଆକ୍ରମଣ କରିଥିଲା । ଅଭିନେତାଙ୍କୁ ଉଦ୍ଧାର କରାଯାଇ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କ ଚିକିତ୍ସା ଜାରି ରହିଛି। ସୈଫଙ୍କ ଉପରେ ୬ ଥର ଛୁରୀରେ ଆକ୍ରମଣ କରାଇଥିବା ବେଳେ ହାତ, ବେକ, ପିଠି ଆଦି ସ୍ଥାନରେ କ୍ଷତ ହୋଇଛି।

୨୮ ଜାନୁଆରୀରେ ଶୁକ୍ର ଚଳନ ; କେଉଁ ରାଶି ଉପରେ ପଡିବ କି ପ୍ରଭାବ, ହେବ ବିବାହ, ମିଳିବ ହଠାତ୍‌ ଧନ..

- Advertisement -

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories