www.samajalive.in
Tuesday, December 9, 2025
16.1 C
Bhubaneswar

ସଜ୍ଜନ କୁମାରଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ: ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କୁ ଆଜୀବନ କାରାଦଣ୍ଡ। ଦିଲ୍ଲୀରେ ୧୯୮୪ରେ ହୋଇଥିବା ଶିଖ୍‌ ବିରୋଧୀ ଦଙ୍ଗା ମାମଲାରେ ସଜ୍ଜନଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି ଦିଲ୍ଲୀ ରାଉସ୍ ଆଭେନ୍ୟୁ କୋର୍ଟ। ଶିଖ୍ ସମ୍ପ୍ରଦାୟର କିଛି ସଦସ୍ୟ ସଜ୍ଜନ କୁମାରଙ୍କ ପାଇଁ ମୃତ୍ୟୁଦଣ୍ଡ ଦାବି କରିଥିଲେ। ଗତ ଫେବୃଆରୀ ୧୨ରେ ରାଉସ୍ ଆଭେନ୍ୟୁ କୋର୍ଟ କଂଗ୍ରେସ ନେତାଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ।

ଏହି ମାମଲା ୧୯୮୪ ମସିହା ନଭେମ୍ବର ୧ ତାରିଖରେ ଦିଲ୍ଲୀର ସରସ୍ୱତୀ ବିହାର ଅଞ୍ଚଳରେ ଦୁଇ ଶିଖ୍ ନାଗରିକ ଜସୱନ୍ତ ସିଂହ ଓ ତାଙ୍କ ପୁଅ ତରୁଣଦୀପ ସିଂହଙ୍କ ହତ୍ୟା ସହ ଜଡ଼ିତ। ଏହି ସମୟରେ ଶିଖ୍‌ମାନଙ୍କ ନରସଂହାର ହୋଇଥିଲା ଏବଂ ସେମାନଙ୍କ ଘରେ ନିଆଁ ଲଗାଇ ଦିଆଯାଇଥିଲା।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories