www.samajalive.in
Thursday, December 11, 2025
18.1 C
Bhubaneswar

ସୁନୀଲ କୁମାର ପଣ୍ଡା ସତ୍ୟବାଦୀ ପଞ୍ଚାୟତ ସମିତି ଅଧ୍ୟକ୍ଷ

ସାକ୍ଷୀଗୋପାଳ: ସତ୍ୟବାଦୀ ପଞ୍ଚାୟତ ସମିତି ସଭାଗୃହରେ ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦ ନିମନ୍ତେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ବିଜୁ ଜନତା ଦଳ ତରଫରୁ ସୁନୀଲ କୁମାର ପଣ୍ଡା ଓ ଭାରତୀୟ ଜନତା ପାର୍ଟି ତରଫରୁ ଦୀପକ କୁମାର ଶତପଥି ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ଜଣେ ସଦସ୍ୟ ଅନୁପସ୍ଥିତ ଥିବାରୁ ଭୋଟ ଗ୍ରହଣ ବିଳମ୍ବିତ ହୋଇଥିଲା। ଅପରାହ୍ନ ୪ଟା ସମୟରେ ଭୋଟ ଗ୍ରହଣ ଅନୁଷ୍ଠିତ ହୋଇଥିଲା। ବିଜେଡ଼ି ପ୍ରାର୍ଥୀ ସୁନୀଲ କୁମାର ପଣ୍ଡା ୧୪ଟି ଭୋଟ ପାଇଥିଲେ। ବିଜେପି ପ୍ରାର୍ଥୀ ଦୀପକ କୁମାର ଶତପଥି ୯ଟି ଭୋଟ ପାଇଥିଲେ। ନିର୍ବାଚନ ଅଧିକାରୀ ତଥା ସତ୍ୟବାଦୀ ମଣ୍ଡଳ ଉନ୍ନୟନ ଅଧିକାରୀ କ୍ଷୀରୋଦ କୁମାର ବେହେରା ବିଜେଡ଼ି ପ୍ରାର୍ଥୀ ଶ୍ରୀଯୁକ୍ତ ପଣ୍ଡାଙ୍କୁ ବିଜୟୀ ଘୋଷଣା କରିଥିଲେ।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

Related Articles

Popular Categories