www.samajalive.in
Saturday, December 6, 2025
26.1 C
Bhubaneswar

କାଦୁଆ ଆଶ୍ରମ ପରିସରରେ ୭୬ ତମ ସ୍ୱାଧୀନତା ଦିବସ ପାଳିତ

ସାକ୍ଷୀଗୋପାଳ :  ଗୋପବନ୍ଧୁ ଦରିଦ୍ର ନାରାୟଣ ସେବାସଂଘ, କାଦୁଆ ଆଶ୍ରମ ପରିସରରେ ୭୬ ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । କାଦୁଆ ଆଶ୍ରମ ପରିଚାଳନା କମିଟି ସଦସ୍ୟ ଓଡିଶା ଉଚ୍ଚ ନ୍ୟାୟାଳୟର ବରିଷ୍ଠ ଆଇନଜୀବୀ ଅଶୋକ କୁମାର ପଟ୍ଟନାୟକ ମୁଖ୍ୟ ଅତିଥି ରୂପେ ଯୋଗଦେଇ ଆଶ୍ରମ ପରିସରରେ ଜାତୀୟ ପତାକା ଉତ୍ତୋଳନ କରିଥିଲେ  । କାଦୁଆ ଆଶ୍ରମ ପରିଚାଳନା କମିଟି ସଭାପତି ତଥା ଦୈନିକ ସମାଜର ପ୍ରକାଶକ ଓ ମୁଦ୍ରାକାର ନିରଞ୍ଜନ ରଥ, ଆଇନଜୀବୀ ଅମର ନନ୍ଦ, ନିଗମାନନ୍ଦ ସ୍ୱାଇଁ, ଜଗନ୍ନାଥ ବାରିକ, ମନମୋହନ ମୁଦୁଲି, ଦୁଃଶାସନ ପତି, ନରୋତ୍ତମ ପରିଡା, କାଦୁଆ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ମାନେ ଏହି ଅବସରରେ ଉପସ୍ଥିତ ଥିଲେ  ।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories