ସାକ୍ଷୀଗୋପାଳ : ପୁରୀ ଜିଲା ସାକ୍ଷୀଗୋପାଳ ସ୍ଥିତ ସ୍ଥାନୀୟ ଉତ୍କଳ ମଣି ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟ ପରିସରରେ ରବିବାର ବିଜୁ ଜନତା ଦଳ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଛି। ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ, ଜୀବନ ବିନ୍ଦୁ କାର୍ଯ୍ୟକ୍ରମର ମୁଖ୍ୟ ସଂଯୋଜକ ଦେବାଶିଷ ସାମନ୍ତରାୟ, ସୁନୀଲ କୁମାର ପଣ୍ଡା, ବିଜନ ମହାପାତ୍ର ଓ ସୁରେଶ କୁମାର ସାହୁଙ୍କ ସମେତ ଅନ୍ୟମାନେ ଉପସ୍ଥିତ ରହି ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ।
Popular Categories



