www.samajalive.in
Tuesday, December 9, 2025
26.1 C
Bhubaneswar

ବଢ଼ିବନି ପାଚିକାଙ୍କ ଦରମା

ସମାଜଲାଇଭ ଡେସ୍କ: ପାଚିକାମାନଙ୍କ ଦରମା ଆଉ ବୃଦ୍ଧି କରାଯିବ ନାହିଁ। ବୁଧବାର ଏ ନେଇ ସ୍ପଷ୍ଟ କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।

ପାଚିକାଙ୍କ ଆନ୍ଦୋଳନ ଏବଂ ଦରମା ବୃଦ୍ଧି ସମ୍ପର୍କରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ପାଚିକାଙ୍କ ଦରମା ୨ ହଜାର ଟଙ୍କା ଥିଲା। ବିଜେପି ସରକାର ୧ ହଜାର ଟଙ୍କା ବୃଦ୍ଧି କରିବା ପରେ ଦରମା ୩ ହଜାର ଟଙ୍କା ହେଲା। ସେମାନେ ଆଉ ଆନ୍ଦୋଳନକୁ ଆସିବାର ଆବଶ୍ୟକତା ନାହିଁ। ସବୁବେଳେ ଆନ୍ଦୋଳନରେ ବସିଲେ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ ହେବ। ଦରମା ତ ବୃଦ୍ଧି ହେଲା, ପୁଣି ଆନ୍ଦୋଳନ ଠିକ ନୁହେଁ। କିଛି ଦିନ କାମ କରନ୍ତୁ। ସବୁବେଳେ ଆନ୍ଦୋଳନ କରିବା ଉଚିତ ନୁହେଁ ବୋଲି ମନ୍ତ୍ରୀ କହିଛନ୍ତି।

Hot this week

ବିଧାୟକଙ୍କ ଦରମା ବୃଦ୍ଧି: ଭତ୍ତା ସହ ପାଇବେ ୩.୨୬ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭା ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀ ଓ ସଦସ୍ୟମାନଙ୍କ ଦରମା,...

ଖୋଲିଲା ଦର୍ଶକ ଗ୍ୟାଲେରୀ ଗେଟ୍

କଟକ: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ବାଚସ୍ପତି ଓ ଉପବାଚସ୍ପତିଙ୍କ ଦରମା ବଢ଼ିଲା: ଭତ୍ତା ସହ ପାଇ​‌ବେ ୪.୨୮ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭାର ବାଚସ୍ପତି, ଉପବାଚସ୍ପତି ଏବଂ ବିଧାୟକମାନଙ୍କ ଦରମା ବୃଦ୍ଧି...

ଶିକାରୀ ଫାଶରେ କଲରାପତରିଆ ମୃତ

ଅନୁଗୁଳ : ଶିକାରୀ ଫାଶରେ ପଡି କଲରାପତରିଆ ବାଘ ମୃତ। ଅନୁଗୋଳ...

ଆଉ ୧୮ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା : ଏମ୍‌ଭି-୨୬ରେ ୧୬୩ ଘର କ୍ଷତିଗ୍ରସ୍ତ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ବଢିଲା ଇଣ୍ଟରନେଟ୍ କଟକଣା। ପ୍ରଶାସନ ଆଉ ୧୮...

Related Articles

Popular Categories