www.samajalive.in
Saturday, December 6, 2025
26.1 C
Bhubaneswar

ପୁଅକୁ ନେଇ ନଦୀକୁ ଡେଇଁପଡିଲା ମା; ପୁଅ ମୃତ ମା ନିଖୋଜ

ସମାଜ ଡିଜିଟାଲ ଡେସ୍କ: କଟକ ଜିଲା ସାଲେପୁରରେ ଅଭାବନୀୟ ଘଟଣା। ଚିତ୍ରୋତ୍ପଳା ନଦୀକୁ ଡେଇଁପଡିଲେ ମା ପୁଅ। ପୁଅକୁ ନେଇ ମା ଜଣଙ୍କ ନଦୀକୁ ଡେଇଁପଡିଥିବା ସୂଚନା ମିଳିଛି। ୧୦ବର୍ଷର ପୁଅର ମୃତଦେହ ଉଦ୍ଧାର ହୋଇଥିବା ବେଳେ ନିଖୋଜ ମାକୁ ଉଦ୍ଧାର ପାଇଁ ଅଗ୍ନିଶମ ବାହିନୀ ପକ୍ଷରୁ ଉଦ୍ୟମ ଜାରି ରହିଛି। ମା ପୁଅ ନେମାଳ ଅଞ୍ଚଳର ହୋଇଥିବା ବେଳେ କେଉଁ କାରଣ ପାଇଁ ସେମାନେ ନଦୀକୁ ଡେଇଁଲେ ତାହା ଜଣାପଡିନାହିଁ। ପୁଲିସ ଘଟଣା ସ୍ଥଳରେ ପହଞ୍ଚିଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories