www.samajalive.in
Sunday, December 7, 2025
14.1 C
Bhubaneswar

ଯୁବକଙ୍କ ମୃତଦେହ ଉଦ୍ଧାର

ସାଲେପୁର : ସାଲେପୁର ନିକଟସ୍ଥ କେନ୍ଦ୍ରାପଡା କେନାଲରେ ଆଜି ଦିନ ଦୁଇଟା ସମୟରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସାଲେପୁର କଲେଜ ନିକଟରେ ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ଲୋକମାନେ ଦେଖିବା ପରେ ପୁଲିସକୁ ଖବର ଦେଇ ଥିଲେ। ପୁଲିସ ମୃତଦେହ ଜବତ କରିଛି। ମୃତ ବ୍ୟକ୍ତିଙ୍କ ପରିଚୟ ଜଣାପଡିନାହିଁ। ପୁଲିସ ତଦନ୍ତ ଜାରି ରଖିଛି।

Hot this week

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

Related Articles

Popular Categories