www.samajalive.in
Monday, December 15, 2025
24.1 C
Bhubaneswar

ସାଲେପୁର-ପ୍ରସାଦ ଖାଇ ୧୦୦ରୁ ଅଧିକ ଅସୁସ୍ଥ

ସାଲେପୁର- ପ୍ରସାଦ ଖାଇ ୫ଟି ଗ୍ରାମର ଶହେରୁ ଅଧିକ ଲୋକ ଅସୁସ୍ଥ ହୋଇଥିବା ସୂଚନା ମିଳିଛି । କାନପୁର, ରମକାପୁର, ଦେଉଳି,ଜୟୀରାମପୁର ଏବଂ ଗୁଆଳିପୁରରେ ଅନେକ ଲୋକ ଅସୁସ୍ଥ ହୋଇଥିବା ପ୍ରାଥମିକ ସୂଚନା ।

 

- Advertisement -

ଅଷ୍ଟପ୍ରହରୀ ପ୍ରସାଦ ପାଇବା ପରେ ଅନେକ ଲୋକ ଅସୁସ୍ଥ ହୋଇପଡିଛନ୍ତି । ସମସ୍ତ ଲୋକଙ୍କୁ ଝାଡା ଏବଂ ବାନ୍ତି ହୋଇଛି । ସାଲେପୁର ଏବଂ ମାହାଙ୍ଗର ୨ଟି ମେଡିକାଲ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କର ଚିକିତ୍ସା କରୁଛନ୍ତି ।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories