www.samajalive.in
Sunday, December 7, 2025
23.1 C
Bhubaneswar

କନଷ୍ଟେବଳଙ୍କ ପାପୁଲି ଛିଡାଇ ଦେଲା ଦୁର୍ବୃତ୍ତ

ବୁର୍ଲା: ସମ୍ବଲପୁର ଜିଲା ବୁର୍ଲା ଥାନା ଝରାପାଲି ଗ୍ରାମରେ ପୁଲିସକୁ ଆକ୍ରମଣ। କନଷ୍ଟେବଳଙ୍କୁ ହାଣି ପାପୁଲି ଛିଡାଇ ଦେଇଛି ଦୁବତ୍ତ। ଦୁର୍ବୁତ୍ତର ଭୁଜାଲି ମାଡରେ କନେଷ୍ଟବଳ ସରୋଜ ଭୋଇଙ୍କ ଦୁଇ ଆଙ୍ଗୁଠି ଛିଣ୍ଡିପଡ଼ିଛି। ତେବେ ପାରିବାରିକ କଳହରୁ ଅଭିଯୋଗ ହେବା ପରେ ପୁଲିସକୁ ଖବର ଦେଇଥିଲେ ମହିଳା। ପୁଲିସ ଘଟଣାସ୍ଥଳରେ ପହଞ୍ଚିବା ପରେ ଉତ୍ୟକ୍ତ ବ୍ୟକ୍ତି ଜଣକ ଉତକ୍ଷିପ୍ତ ହୋଇ କନେଷ୍ଟବଳ ସରୋଜକୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଫଳରେ ସରୋଜଙ୍କ ହାତରେ ଗଭୀର ଆଘାତ ଲାଗି ଥିଲା। ତାଙ୍କୁ ତୁରନ୍ତ ବୁର୍ଲା ମେଡିକାଲ ଆଶୁଚିକିତ୍ସା ବିଭାଗକୁ ଚିକିତ୍ସା ପାଇଁ ଅଣାଯାଇଥିବା ବେଳେ ତାଙ୍କର ପ୍ରାଥମିକ ଚିକିତ୍ସା ପରେ କଟକ ମେଡ଼ିକାଲକୁ ସ୍ଥାନାନ୍ତରିତ କରାଯାଇଛି।

Hot this week

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

Related Articles

Popular Categories